ଭୁବନେଶ୍ୱର, ରାଜ୍ୟରେ ଆଜି ଅନଲକ୍-୬ର ଗାଇଡଲାଇନ୍ ଜାରି ହୋଇଛି । ଅନଲକ୍ ୬ର ଗାଇଡଲାଇନ୍ ଅନୁଯାୟୀ ଆଗାମୀ ନଭେମ୍ବର ୧୬ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ୍ ଖୋଲିବ। କେବଳ ନବମରୁ ଦ୍ବାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନେ ବିଦ୍ୟାଳୟକୁ ଆସିବେ। ଏହାଛଡ଼ା ରାଜ୍ୟର ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ନଭେମ୍ବର ୩୦ ଯାଏଁ ବନ୍ଦ ରହିବ। ତେବେ ନଭେମ୍ବର ୧୫ ଯାଏଁ ସବୁ ସିନେମା ହଲ୍ ଓ ସୁଇମିଂପୁଲ୍ ବନ୍ଦ ରହିବ। କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନୂଆ ଗାଇଡଲାଇନ୍ ଜାରି ହୋଇଛି ।
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପ