ଭୁବେନଶ୍ୱର, ସ୍କୁଲରେ ପିଲାଙ୍କୁ ଦିଆଯିବ ହାପିନେସ୍ କିଟ୍ । କିଟରେ ରହିବ ପୁଷ୍ଟିକର ଖାଦ୍ୟ | ପିଲାଙ୍କ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ପଦକ୍ଷେପ ନିଆଯାଇଛି । ଏହି କିଟ୍ରେ ରହିବ ଅଟା, ଚଣା, ହଳଦୀ ଗୁଣ୍ଡ, ଡାଲଚିନ୍, ଚିନା ବାଦାମ ଓ ଗୁଡ ଭଳି ଇମ୍ୟୁନିଟି ବୁଷ୍ଟର ସାମଗ୍ରୀ ଏବଂ ଏହାସହ ପେନ୍, ପେନସିଲ, ନୋଟ୍ ପ୍ୟାଡ୍, ସାନିଟାରୀ ନାପକିନ୍, ଟୁଥ୍ ପେଷ୍ଟ, ଆୟୋଡିନ ଲୁଣ ଓ ସାବୁନ ଇତ୍ୟାଦି ମଧ୍ୟ କୀଟରେ ରହିବ | ଅକ୍ଷୟ ପାତ୍ର ଫାଉଣ୍ଡେସନ୍ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ପୁରୀ,ଖୋର୍ଦ୍ଧା, କଟକ,ସୁନ୍ଦରଗଡ଼ ଓ ନୟାଗଡ଼ର ଛାତ୍ରଛାତ୍ରୀଙ୍କୁ ଏହି କିଟ୍ ବଣ୍ଟନ କରାଯିବ। ଏହା ଦ୍ୱାରା ୧୯୧୬ ସ୍କୁଲର ୧ ଲକ୍ଷ ୮୩ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ବୋଲି ଆଶା କରାଯାଉଛି | ଫେବ୍ରୁଆରୀ ପ୍ରଥମ ସପ୍ତାହରେ ଏହି ହାପିନେସ୍ କିଟ୍ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହେବ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ