ଭୁବନେଶ୍ବର, ଓଡ଼ିଶାରେ ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରଜେଶ ଭୂଷଣଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ସୁନ୍ଦରଗଡ଼ ଜିଲ୍ଲାରେ ରାଜ୍ୟର ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। ଏହା ସହ ସୁନ୍ଦରଗଡ଼ ଜିଲ୍ଲାରେ ଦ୍ବିିତୀୟ ଏମ୍ସ ପ୍ରତିଷ୍ଠା ନେଇ ଭିତ୍ତିଭୂମି ଥିବା ଜଣାଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ।
