କେନ୍ଦ୍ରାପଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ନିର୍ଦ୍ଦେଶ କ୍ରମେ ଉପଜିଲ୍ଲାପାଳ ଜ୍ୟୋତିପ୍ରକାଶ ସାମନ୍ତରାୟ ରାଜନଗର ପେଣ୍ଠ ବେଳାଭୂମି ପାଇଁ ୧୪୪ ଧାରା ଜାରି କରିଛନ୍ତି। ୧୫ ଦିନ ମଧ୍ୟରେ ପେଣ୍ଠ ସମୂଦ୍ରରେ ବୁଡ଼ି ଦୁଇଜଣଙ୍କ ଜୀବନ ଯିବାପରେ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବେଳାଭୂମି ପାଇଁ ଏହି କଟକଣା ଲାଗୁ କରାଯାଇଛି । ଏହି ନିୟମକୁ ଅମାନ୍ୟ କଲେ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ