You are currently viewing ମହାପ୍ରଭୁଙ୍କୁ ଦର୍ଶନ କଲେ ଜଷ୍ଟିସ ଏସ.ମୁରଲୀଧର

ମହାପ୍ରଭୁଙ୍କୁ ଦର୍ଶନ କଲେ ଜଷ୍ଟିସ ଏସ.ମୁରଲୀଧର

ଭୁବନେଶ୍ୱର, ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ.ମୁରଲୀଧର ଆଜି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । କୋଭିଡ଼ ନିୟମ ପାଳନ କରି ରିପୋର୍ଟ ଦେଖାଇ ସେ ମନ୍ଦିର ଭିତରକୁ ପ୍ରବେଶ କରିଥିଲେ । ପ୍ରକାଶ ଥାଉକି, ୪ ତାରିଖ ସୋମବାର ଦିନ ଜଷ୍ଟିସ ଏସ.ମୁରଲୀଧର ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ ।

ଅନ୍ୟମାନଙ୍କୁ ଜଣାନ୍ତୁ।