ଭୁବନେଶ୍ୱର, ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଅସୁସ୍ଥ ହୋଇପଡ଼ିଛି । ତାଙ୍କୁ ଚିକିତ୍ସା ନିମନ୍ତେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଥାଉକି, ଆଜି କଂଗ୍ରେସର ପ୍ରତିଷ୍ଠା ଦିବସ ହୋଇଥିବା କାରଣରୁ ସିବିଆଇ ଅଫିସ୍ ସମ୍ମୁଖରେ ଭାଷଣ ଦେଉଥିବା ସମୟରେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରେ ତାଙ୍କୁ ଚିକିତ୍ସା ନିମନ୍ତେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍