ଭୁବନେଶ୍ୱର, ରାଜ୍ୟର ବରିଷ୍ଠ ସାମ୍ବାଦିକ ନିର୍ମଳେନ୍ଦୁ ପ୍ରକାଶ ପଟ୍ଟନାୟକଙ୍କର ଗତକାଲି ନୟାଗଡର ନିଜ ବାସଭବନରେ ହୃଦଘାତରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ଦୀର୍ଘ ବର୍ଷ ହେବ ସେ ପ୍ରତିଷ୍ଠିତ ଗଣମାଧ୍ୟମ ଦୈନିକ ଖବରକାଗଜ ପ୍ରଜାତନ୍ତ୍ରର ସାମ୍ବାଦିକ ଭାବେ କାର୍ଯ୍ୟ କରିଥିଲେ । ସୁନାମଧନ୍ୟ ସାମ୍ବାଦିକ ଓ ସୁସାହିତ୍ୟିକ ଭାବେ ରାଜ୍ୟ ଓ ଜିଲ୍ଲାରେ ତାଙ୍କର ସୁନାମ ଥିଲା । ରାଜ୍ୟର ପୁରାତନ ସାମ୍ବାଦିକ ସଂଘ ଉତ୍କଳ ସାମ୍ବାଦିକ ସଂଘ ସହ ସେ ଜଡିତ ଥିଲୋ । ତାଙ୍କ ବିୟୋଗରେ ସାମ୍ବାଦିକ ମାନଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ