ବଲାଙ୍ଗୀର, ବଲାଙ୍ଗୀର ଉପଜିଲ୍ଲାପାଳ ସଞ୍ଜୟ କୁମାର ମିଶ୍ରଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଜଣେ ମହିଳା କର୍ମଚାରୀ । ତା’ସହିତ ନ୍ୟାୟ ନମିଳିଲେ ନିଜ ଛୋଟ ଦୁଇ ଝିଅଙ୍କ ସହ ଆତ୍ମହତ୍ୟା କରିବାର ଧମକ ବି ଦେଇଛନ୍ତି । ଉପଜିଲ୍ଲାପାଳ ମହିଳାଙ୍କୁ ଯୌନ ନିର୍ଯ୍ୟାତନା ଦେଉଥିବା ଅଭିଯୋଗ କରିଛନ୍ତି ମହିଳା । ଖବରପାଇ ଜିଲ୍ଲାପାଳ ଘଟଣାର ତଦନ୍ତ ଆରମ୍ଭ କରିଦେଇଛନ୍ତି । ଅନ୍ୟତ୍ର ମହିଳାଙ୍କ ଅନୁରୋଧ କ୍ରମେ ଜିଲ୍ଲାପାଳ ତାଙ୍କୁ ବଲାଙ୍ଗୀର ସଦର ମହକୁମା ସ୍ଥିତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଅନ୍ୟତ୍ର ବଦଳି କରିଦେଇଛନ୍ତି । ତେବେ ଘଟଣାର ସତ୍ୟାସତ୍ୟ ଏପର୍ଯ୍ୟନ୍ତ କିଛି ସଠିକ୍ ଭାବରେ ଜଣାପଡ଼ିନାହିଁ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ