ଭୁବନେଶ୍ୱର, କରୋନା ସଂକ୍ରମଣ କମିବା ପରେ ଏବେ ପୁଣି ଥରେ ଏହାର ପ୍ରକୋପ ଦେଖାଦେଇଛି । ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏନେଇ କିଛି ରାଜ୍ୟରେ ଲକଡାଉନ ହୋଇଯାଇଛି । ଓଡିଶାରେ ମଧ୍ୟ ସଂକ୍ରମଣ ନ ବଢ଼ିବା ନେଇ ବିଭିନ୍ନ ସତର୍କତା ଅବଲମ୍ବନ କରିବା ନେଇ ନିର୍ଦ୍ଦେଶ ଦିଆଯାଇଛି । ତେବେ ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଶିବରାତ୍ରୀ ପାଳନ ହେବ । ଆଡକାଠରୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ହେବ ଏବଂ ଗର୍ଭଗୃହକୁ ପ୍ରବେଶ ପାଇଁ ଅନୁମତି ନାହିଁ । ୬୦ରୁ ଅଧିକ ବୟସ୍କ ବ୍ୟକ୍ତି ଏବଂ ଛୋଟ ପିଲାଙ୍କୁ ଦର୍ଶନରୁ ବାରଣ କରାଯାଇଛି । ଦର୍ଶନର ସୁବିଧା ପାଇଁ ବ୍ୟାରିକେଡର ବ୍ୟବସ୍ଥା କରାଯାଇଛି । ସମ୍ପୂର୍ଣର୍ କୋଭିଡ ନିୟମ ଅନୁସାରେ ଭକ୍ତମାନେ ଦର୍ଶନ କରିପାରିବେ । ଏନେଇ ଏନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍