ବରଗଡ଼, ବରଗଡ଼ ଜିଲ୍ଲାପାଳଙ୍କ ଅଫିସ ୩ଦିନ ପାଇଁ ସଟଡାଉନ ଘୋଷଣା କରାଯାଇଛି । ଅଫିସରେ ଜଣେ କର୍ମଚାରୀ ପଜେଟିଭ୍ ଚିହ୍ନଟ ହେବାପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି । ତେବେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଟଡାଉନ ଘୋଷଣା ହୋଇଛି । ସୂଚନା ଥାଉକି, ବରଗଡ଼ ଜିଲ୍ଲାରେ ବର୍ତ୍ତମାନ ସୁଧା ୬୯୯ଟି ଆକ୍ଟିବ ପଜେଟିଭ କେସ ଥିବାବେଳେ, ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି ।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ