ଝାରସୁଗୁଡ଼ା, ରାଜ୍ୟରେ କରୋନା ମହାମାରୀ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟର ସବୁ ଜିଲ୍ଲାଗୁଡ଼ିକରେ ସଟଡାଉନ, ଲକଡାଉନ ଲାଗି ରହିଛି । ଏହାରି ମଧ୍ୟରେ ଝାରସୁଗୁଡ଼ା ସହରକୁ ୭ଦିନ ପାଇଁ ସଟଡାଉନ ଘୋଷଣା କରାଯାଇଛି । ଆସନ୍ତା ୩୦ରୁ ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଏହି ସଟଡାଉନ ଜାରୀ ରହିବ । ଏହି ସମୟରେ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ସକାଳ ୬ ରୁ ଦିନ ୧୧ ପର୍ଯ୍ୟନ୍ତ ଖୋଲାରହିବ । ଜରୁରୀକାଳୀନ ସେବାରେ କୌଣସି କଟକଣା ଲାଗିବ ନାହିଁ । ଝାରସୁଗୁଡ଼ା ସହରରେ କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପ୍ରଶାସନ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ