ସୁବର୍ଣ୍ଣପୁର, ରାଜ୍ୟରେ ଦିନକୁ ଦିନ ବହୁ ସଂଖ୍ୟକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ତେଣୁ ବିଭିନ୍ନ ଜିଲ୍ଳାରେ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଏହାରି ମଧ୍ୟରେ ସୁବର୍ଣ୍ଣପୁର ଜିଲ୍ଳାର ବିନିକା ସହରକୁ ଆଜି ସକାଳ ୬ଟାରୁ ୩ଦିନ ତଥା ୭୨ଘଣ୍ଟା ଯାଏଁ ସଟଡାଉନ ରଖିବା ପାଇଁ ଘୋଷଣା କରାଯାଇଛି । ସଟଡାଉନ ସମୟରେ କେବଳ ଜରୁରୀକାଳୀନ ସେବାକୁ ଛାଡ଼ିଦେଲେ ଆଉ ସମସ୍ତ ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତିି ନିଆଯାଇଛି । ଉଲ୍ଲେଖଯୋଗ୍ୟ ଯେ ସବୁର୍ଣ୍ଣପୁରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ତେଣୁ ଏଭଳି ନିଷ୍ପତ୍ତି ନିଆଯାଇଛି ।
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ