ନୂଆପଡ଼ା, କରୋନା ସଂକ୍ରମଣର ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଏନେଇ ନୂଆପଡ଼ା ଜିଲ୍ଲାର ଖଡ଼ିଆଳ ଏନଏସିକୁ ୭ଦିନ ପର୍ଯ୍ୟନ୍ତ ସଟଡାଉନ ଘୋଷଣା କରାଯାଇଛି। ଆସନ୍ତା ୧୭ ତାରିଖ ସକାଳ ୬ଟା ଠାରୁ ୨୨ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ଏହି ସଟଡାଉନ ବଲବତ୍ତ ରହିବ। ତେବେ ଏହି ସଟଡାଉନରେ ଦୋକାନ ବଜାର, ରେଷ୍ଟୁରାଣ୍ଟ, ଢ଼ାବା, ବ୍ୟାଙ୍କ, ସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ବ୍ୟାବସାୟିକ ପ୍ରତିଷ୍ଠାନ ବନ୍ଦ ରହିବ। ଏବଂ ଏହି ସମୟରେ ବିବାହ ଉସବ,ସାମାଜିକ ଉତ୍ସବ, ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ ରହିବ। ତେବେ ଏହି ସଟଡାଉନକୁ କଡାକଡିଭାବେ ପାଳନ କରିବାକୁ ନିଦ୍ଦେ୍ର୍ଶ ଦିଆଯାଇଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST