ଭୁବନେଶ୍ବର, ଭୁବନେଶ୍ବର ଯାଆଁଳା ଫାଣ୍ଡିରେ କାରରୁ ମହିଳାଙ୍କ କଙ୍କାଳ ମିଳିବା ଘଟଣାରେ ଏପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳିପାରିଲା ନାହିଁ । ନା ମହିଳାଙ୍କ ସମ୍ବନ୍ଧୀୟ କୌଣସି ତଥ୍ୟ ମିଳିପାରିଲା । ମହିଳାଜଣକ ବାହାର ରାଜ୍ୟର ହୋଇଥାଇପାରନ୍ତି ସନ୍ଦେହରେ ମହିଳାଙ୍କ ପୋଷ୍ଟର ରାଜ୍ୟ ବାହାରକୁ ପଠାଇଲା କମିଶନରେଟ ପୋଲିସ । ୪ ରାଜ୍ୟର ଏଡିଜିଙ୍କ ସହ ମଧ୍ୟ ଏସମ୍ପର୍କରେ କଥା ହେଲା କମିଶନରେଟ ପୋଲିସ । ରାଜ୍ୟଗୁଡିକ ହେଲା – ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ବିହାର, ଛତିଶଗଡ଼ । SCRB ୱେବସାଇଟରେ ମଧ୍ୟ କଙ୍କାଳର ସ୍କେଚ ଜାରି କରାଯାଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍