ଭୁବନେଶ୍ବର-07.05.2021, ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ପ୍ରତିଦିନ ରେକର୍ଡ ସଂଖ୍ୟକ ସଂକ୍ରମଣ ଚିହ୍ନଟ ହେଉଛି । ଏନେଇ କରୋନା ରୋଗୀଙ୍କୁ ଔଷଧ ଏବଂ ଇଞ୍ଜେକସନ ଦେବା ପାଇଁ ଏସ୍ଓପି ଜାରି କରିଛି ଗୃହ ମନ୍ତ୍ରାଳୟ।
ଏସ୍ଓପି ଅନୁସାରେ ଏଣିକି ଭେଣ୍ଟିଲେଟରରେ କିମ୍ବା ଗୁରୁତର ଥିବା ରୋଗୀଙ୍କୁ ଔଷଧ ଏବଂ ଇଞ୍ଜେକସନ ପ୍ରଦାନ କରାଯିବ । ଶରୀରରେ ଅକ୍ସିଜେନ ଲେବଲ କମ ଥିବା ବ୍ୟକ୍ତିଙ୍କୁ ଔଷଧ ଦିଆଯିବ । କୋରୋନା ଆକ୍ରାନ୍ତଙ୍କୁ ଔଷଧ ଦେବା ନେଇ ଡଗ୍ସ କଣ୍ଟ୍ରୋଲର ଆଣ୍ଡ ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆଇ) ଅନୁମତି ପ୍ରଦାନ କରିଛନ୍ତି କିନ୍ତୁ ଡ୍ରଗ୍ସର ବ୍ୟବହାର ନେଇ ଡିସିଜିଆଇ କୌଣସି ସ୍ପଷ୍ଟ ଗାଇଡଲାଇନ୍ ଜାରି କରିନାହାନ୍ତି । ଅନୁମତିପ୍ରାପ୍ତ ନୂଆ ଔଷଧ ପର୍ଯ୍ୟାପ୍ତ ପରିମାଣରେ ମିଳୁନାହିଁ । ଏହି କାରଣରୁ ନୂଆ ଔଷଧର ବ୍ୟବହାର ନେଇ ସବୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନର, CDM, AIIMS, କ୍ୟାପିଟାଲ ହସ୍ପିଟାଲ, AHPGIC, IGH ନିର୍ଦ୍ଦେଶକମେଡିକାଲ କଲେଜ, ସରକାରୀ ଓ ଘରୋଇ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଛନ୍ତି ACS ପ୍ରଦୀପ୍ତ ମହାପାତ୍ର ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ