ଭୁବନେଶ୍ୱର, ଚଳିତ ବର୍ଷ ମାର୍ଚ୍ଚ ୧୧ରେ ହେଉଛି ଜାଗର ଯାତ୍ରା । ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପିବା ଆଶଙ୍କା ଥିବାରୁ ସ୍ୱତନ୍ତ୍ର ରିଲିଫ କମିଶନର ଜାଗର ଯାତ୍ରା ଉପରେ କଟକଣା ଲଗାଇଛନ୍ତି । ଏକତ୍ରିତ ହୋଇ କୌଣସି ଶ୍ରଦ୍ଧାଳୁ ମନ୍ଦିର ପରିସରରେ ହେଉ କିମ୍ବା ବାହାରେ ହେଉ ଦୀପ ଲଗାଇପାରିବେ ନାହିଁ । ଏହାର ଉଲଘଂନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପ୍ରତି ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଏତଦବ୍ୟତୀତ ମେଳା ବସିବା ଉପରେ ମଧ୍ୟ କଟକଣା ଲାଗୁ ହୋଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍