ପୁରୀ-୨୧.୦୪.୨୦୨୧, ଆଜି ହେଉଛି ପବିତ୍ର ରାମ ନବମୀ । ମର୍ଯ୍ୟାଦା ପୁରୁଷ ପୁରୁଷୋତ୍ତମ ଶ୍ରୀମରାମଚନ୍ଦ୍ରଙ୍କର ଜନ୍ମ ଦିବସ । ଏନେଇ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ରୀତିନୀତି ପାଳନ କରାଯାଉଛି । କରୋନା କଟକଣା କାରଣରୁ ଚଳିତ ବର୍ଷ ନିରାଡମ୍ବର ଭାବେ ଶ୍ରୀ ରାମ ଚନ୍ଦ୍ରଙ୍କ ଜନ୍ମ ଦିବସ ପାଳନ କରାଯାଉଛି । ଆଜି ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ଅପରାହ୍ନ ୪ ଟାରୁ ରାତି ୮ ଟା ପର୍ଯ୍ୟନ୍ତ ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ପରମ୍ପରା ଅନୁଯାୟୀ କଟକ ଖପୁରିଆ ସ’ମିଲରେ ରଥକାଠ ଚିରଟ ଅନୁକୂଳ ହୋଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍