ଭୁବନେଶ୍ୱର-୨୦.୦୪.୨୦୨୧, ମହାମାରୀ କରୋନାର ପ୍ରକୋପରୁ ଜନସାଧାରଣଙ୍କୁ ବଞ୍ଚେଇବା ପାଇଁ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ନେଉଛନ୍ତି । ତନ୍ମଧ୍ୟରୁ ଭୁବନେଶ୍ୱର ବିଏମସିର ନଷ୍ପତ୍ତି ଅନୁସାରେ ସମସ୍ତ ଧାର୍ମିକ ଅନୁଷ୍ଠାନ ଗୁଡିକରେ ଶ୍ରଦ୍ଧାଳୁଙ୍କପ୍ରବେଶ ଆସନ୍ତା କାଲିଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ । ମାତ୍ର ଅନ୍ୟ ପୂଜାରୀତି ପୂର୍ବପରି ଚାଲିବ । କେବଳ ଭକ୍ତମାନେ ମନ୍ଦିରକୁ ଯାଇପାରିବେ ନାହିଁ ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST