ପୁରୀ(ଏଏନଏସ)୦୪ /୧୦, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀ ଗସ୍ତରେ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ତାଙ୍କୁ ଦଳୀୟ କର୍ମୀ ଓ ସେବାୟତ ସ୍ୱାଗତ କରିଥିଲେ । ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରିଥିଲେ । ପାଖାପାଖି ଅଧଘଣ୍ଟା ଶ୍ରୀମନ୍ଦିର ଭିତରେ ବିତାଇଥିଲେ କେନ୍ଦ୍ରମନ୍ତ୍ରୀ । ଏହା ଜୀବନରେ ପ୍ରଥମ ମଙ୍ଗଳ ଆଳତି ଦର୍ଶନ ହୋଇଥିବାରୁ ନିଜକୁ ଧନ୍ୟ ମନେ କରିଥିବା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି କେନ୍ଦ୍ରୀୟ ସଂସ୍କୃତି ବିଦ୍ୟାଳୟର ସଦାଶିବ ପରିସରରେ ରାଷ୍ଟ୍ରୀୟ ବେଦ ବିଦ୍ୟାଳୟ ଓ ହିନ୍ଦୁ ଅଧ୍ୟନ କେନ୍ଦ୍ରର ସେ ଲୋକାର୍ପଣ କରିବା । ଏହା ଆଧୁନିକ କୌଶଳ ମାଧ୍ୟମରେ ଧର୍ମୀୟ ଶିକ୍ଷା ଏକ ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପ