ପୁରୀ(ଏଏନଏସ)୦୬/୦୮, ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ସାଢେ ୧୦ଟାରେ ନୀଳାଦ୍ରି ଭକ୍ତ ନିବାସରେ ବୈଠକ ବସିବ । ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ । ସ୍ନାନଯାତ୍ରା ଓ ରଥଯାତ୍ରାର ହେବ ସମୀକ୍ଷା । ଆଜିର ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସ୍ପିଙ୍କ ସହ ପରିଚାଳନା କମିଟିର ସଦସ୍ୟ ଓ ସେବାୟତ ପ୍ରତିନିଧି ଉପସ୍ଥିତ ରହିବେ । ଏହାସହ ଗୁରୁକୂଳ ନିର୍ମାଣ, ସେବାୟତଙ୍କ ଆବାସ ଯୋଜନା, ୟୁନିଫର୍ମ ପଲିସି ନେଇ ମଧ୍ୟ ଆଲୋଚନା କରାଯିବ । ବୈଠକରେ ମହାପ୍ରଭୁଙ୍କ ଜମି ବିକ୍ରି ସମ୍ପର୍କରେ ଆଲୋଚନା ହୋଇପାରେ ।
ଜାଣନ୍ତୁ ଜନ୍ମାଷ୍ଟମୀ ବ୍ରତର ମହତ୍ତ୍ଵବିବାହ ପାଇଁ ଟ୍ରାକ୍ଟରରେ ଆସିଲା ବରଅଧିକା ପାଣି ପିଇବା ମଧ୍ଯ ହୋଇପାରେ ସମସ୍ୟାଭତ୍ତାନେଇ ଫେରୁଥିବାବେଳେ ଚାଳିଗଲା ଜୀବନଆସୁଛି ଆଉ ଏକ ଲଘୁଚାପମୁଣ୍ଡଳୀରେ ଵିପଦ ସଙ୍କେତ ଉପରେ ମହାନଦୀପରିବା ଦର ଆକାଶଛୁଆଁପରିକ୍ରମା ପକ୍ଷରୁ ବର୍ଷା କବିତା ଆସରପରିକ୍ରମା ତରଫରୁ ମେଧା ସମ୍ବର୍ଦ୍ଧନା ସମାରୋହମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା