ପୁରୀ(ଏ ଏନ୍ ଏସ)୧୮/୧୦,ବୁଧବାର କାର୍ତ୍ତିକ କୃଷ୍ଣ ନବମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ ।
ତେବେ ଏହି ବିଶେଷ ନୀତି ପାଇଁ ଭକ୍ତମାନେ ଅପରାହ୍ଣ ୫ଟାରୁ ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଶ୍ରୀମନ୍ଦିର ଲୋକ ସର୍ମ୍ପକ ଅଧିକାରୀ ଜିତେନ୍ଦ୍ର ମହାନ୍ତି ଏହି ସୂଚନା ଦେଇଛନ୍ତି । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା