ପୁରୀ(ଅନନ୍ତ ସିଂ),ଆଜି ଚୈତ୍ର ଶୁକ୍ଳ ତୃତୀୟ ତିଥିରେ ଶ୍ରୀ ଜୀଉ ମାନଙ୍କ ‘ବନକ ଲାଗି’ ବା ‘ଶ୍ରୀମୁଖ ସିଂହାର’ ନୀତି ଅନୁଷ୍ଟିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ପରେ ଅପରାହ୍ନ ଘ. ୪.୦୦ ଟାରୁ ସନ୍ଧ୍ୟା ଘ. ୮.୦୦ ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବ । ଏନେଇ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍