ପୁରୀ, ପୁରୀକୁ ସ୍ବଚ୍ଛ ଐତିହ୍ୟ ସହର ଭାବେ ଗଢ଼ି ତୋଳିବା ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ‘ମୋ ଧାମ, ମୋ ଗର୍ବ’ ଅଭିଯାନ ଆରମ୍ଭ ହୋଇଛି। ପୁରୀ ଗୋବର୍ଦ୍ଧନ ମଠ ପରିସରରେ ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ଏହାର ଲୋଗୋ ଓ ଟ୍ୟାଗ ଲାଇନ୍ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ଏଭଳି ଏକ ମହତ କାର୍ଯ୍ୟକୁ ସ୍ବାଗତ କରିଛନ୍ତି।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ