ଭୁବନେଶ୍ୱର, ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଗାନ୍ଧୀ ମାର୍ଗରେ ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି। ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ। ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଛନ୍ତି ରାଜ୍ୟପାଳ । ସୁରକ୍ଷା ଦୃଷ୍ଟିରୁ ୨୫ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍