ଭୁବନେଶ୍ୱର, କରୋନା ମହାମାରୀ କାରଣରୁ ଶିକ୍ଷା ବ୍ୟବସ୍ଥା ଅଚଳ ହୋଇପଡିଛି କହିଲେ ଚଳେ । ତେବେ ଗତବର୍ଷ ମଧ୍ୟ କରୋନା କାରଣରୁ ଛାତ୍ରଛାତ୍ରୀଙ୍କର ପରୀକ୍ଷା ସମ୍ଭବ ହୋଇପାରି ନ ଥିଲା ଏବଂ ବିନା ପରୀକ୍ଷାରେ ପାସ ହୋଇଥିଲେ ଛାତ୍ରଛାତ୍ରୀ । ତେବେ ଏବର୍ଷ ମଧ୍ୟ ବିନା ପରୀକ୍ଷାରେ ଉପର ଶ୍ରେଣୀକୁ ଉତ୍ତୀର୍ଣ୍ଣ ହେବେ ପ୍ରଥମରୁ ଅଷ୍ଟମ ଛାତ୍ରଛାତ୍ରୀ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ଜଣାପଡିଛି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ