ଭୁବନେଶ୍ୱର, ରାଜ୍ୟରେ ପ୍ରାୟ ସମସ୍ତ ନେତା ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହେଉଥିବା ଦେଖିବାକୁ ମିଳୁଛି । ଏହାରି ମଧ୍ୟରେ ରାଜ୍ୟର ଆଉ ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବିଧାୟକ ଜଣକ ହେଉଛନ୍ତି ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ । ଏନେଇ ସେ ଟ୍ୱିଟ ଜରୀଆରେ ସୂଚନା ଦେଇଛନ୍ତି । ଆଉ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବା ସହ ପରୀକ୍ଷା କରାଇନେବାକୁ ମଧ୍ୟ ଅନୁରୋଧ କରିଛନ୍ତି ।
ରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭକ୍ୟାମେରା ଲେନସରେ କଏଦ ହେଲା ବାଘ