ଭୁବନେଶ୍ୱର, ଜଙ୍ଗଲରେ ନିଆଁ ଲାଗିବା ଏବେ ସବୁଠାରୁ ବଡ ଚିନ୍ତା ହୋଇଛି । କିଛି ଦିନ ହେବ ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲାଗିଥିଲା ଏବଂ ଆଉ ଏବେ କୁଳଡିହା ଜଙ୍ଗଲରେ ନିଆଁ ଲାଗିଛି । ଏହା ଦ୍ୱାରା ଜୈବ ବିବଧତା ନଷ୍ଟ ହେଉଛି । ତେବେ ଏହି ନିଆଁ ନିୟନ୍ତ୍ରଣ କରିବାକୁ ଟାସ୍କଫୋର୍ସ ଗଠନ କରିଛନ୍ତି ରାଜ୍ୟ ସରକାର। ପୂର୍ବତନ ପିସିସିଏଫ ସନ୍ଦୀପ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ ହୋଇଛି। ଏହି ଟାସ୍କଫୋର୍ସରେ ମୋଟ ୯ ଜଣ ସଦସ୍ୟ ଅଛନ୍ତି। ୯ ଜଣିଆ ଟାସ୍କଫୋର୍ସରେ ଡେରାଡୁନ ଓ ହାଇଦ୍ରାବାଦର ୩ ବିଶେଷଜ୍ଞ ରହିଛନ୍ତି।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍