You are currently viewing ଭିଜିଲାନ୍ସ ଜାଲରେ ଟେକ୍ନିକାଲ୍ କନସଲଟାଣ୍ଟ ଜେଇ

ଭିଜିଲାନ୍ସ ଜାଲରେ ଟେକ୍ନିକାଲ୍ କନସଲଟାଣ୍ଟ ଜେଇ

ଅନୁଗୁଳ (ଏଏନ୍ଏସ): ଭିଜିଲାନ୍ସ ଜାଲରେ ଟେକ୍ନିକାଲ୍ କନସଲଟାଣ୍ଟ ଜେଇ। ଅନୁଗୁଳ ଜିଲ୍ଲା ପାଲଲହଡା ବିଇଓ ଅଫିସ ଟେକ୍ନିକାଲ କନସଲଟାଣ୍ଟ ଜେଇ ପ୍ରସନ୍ନ ପାଣିଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ। ଚଢାଉରେ ଭିଜିଲାନ୍ସର ୬ ଡିଏସପି, ୬ ଇନସ୍ପେକ୍ଟର ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।