ବଢ଼ିପାରେ ତାପମାତ୍ରା

ଭୁବନେଶ୍ୱର, ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁ ରାଜ୍ୟରେ କିଛି ଦିନ ହେବ ତାପମାତ୍ରା ସ୍ୱାଭାବିକ ରହୁଥିଲା । କିନ୍ତୁ ଏବେ ପୁଣିଥରେ ତାପମାତ୍ରାରେ ବୃଦ୍ଧି ଦେଖାଦେଇଛି । ଆଜି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଭୁବନେଶ୍ବରଠାରେ ୩୯.୭ଡିଗ୍ରି ରେକର୍ଡ ହୋଇଛି। ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଦେବ ନାହିଁ । କିନ୍ତୁ ୪୮ ଘଣ୍ଟା ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ବୋଲି ସୂଚନା ରହିଛି ।

Leave A Reply

Your email address will not be published.