ରାଉରକେଲା, ରାଉରକେଲା ଉଦିତନଗର ହାଇସ୍କୁଲ ପଡିଆରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ । ପଡିଆରେ ଥିବା ହଜାର ହଜାର ପ୍ଲାଷ୍ଟିକ ପାଇପରେ ଅଗ୍ନିକାଣ୍ଡ ଘଟିଛି । ଜଳିଗଲା ୧୦ଲକ୍ଷ ଟଙ୍କାର ସ୍ମାର୍ଟ ସିଟିର ପିଭିସି ପାଇପ। ନିଆଁ ଲିଭାଇବାକୁ ପାଞ୍ଚଟି ଦମକଳ ଗାଡ଼ି ନିୟୋଜିତ ହୋଇଥିଲା। ପ୍ରାୟ ଦୁଇ ଘଣ୍ଟା ପରେ ନିଆଁକୁ ଆୟତ୍ତ କରାଯାଇ ପାରିଥିଲା। କେହି ନିଆଁ ଲଗାଇ ଦେଇ ଥାଇପାରନ୍ତି ବୋଲି ଅନୁମାନ କରାଯାଉଛି।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ