You are currently viewing ଆଜିଠୁ ବଢ଼ିବ ବର୍ଷାର ପରିମାଣ, ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଜିଠୁ ବଢ଼ିବ ବର୍ଷାର ପରିମାଣ, ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଏଏନଏସ): ଆଜିଠୁ ସାମାନ୍ୟ ବଢିବ ବର୍ଷାର ପରିମାଣ। ୨୩ରୁ ୨୫ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଓ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଏନେଇ ସୁନ୍ଦରଗଡ଼,କେନ୍ଦୁଝର , ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଠାରୁ ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲା ଓ ୨୪ତାରିଖରେ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।