ଭୁବନେଶ୍ୱର, ବିଧାନସଭାରେ ଉଠିଲା ଆନ୍ଧ୍ର-ଓଡ଼ିଶା ସୀମା ବିବାଦ ପ୍ରସଙ୍ଗ। ଏହି ପ୍ରସଙ୍ଗରେ ଆଜି ଗୃହରେ ପ୍ରାରମ୍ଭିକ ବିବୃତି ରଖିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି। କୋରାପୁଟ ଜିଲ୍ଲା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ୨୧ଟି ଗାଁକୁ ନେଇ ଏହି ସମସ୍ୟା ରହିଛି । ବାଲେଶ୍ୱର ଓ ପଶ୍ଚିମବଙ୍ଗରେ ମଧ୍ୟ କିଛି ସମସ୍ୟା ରହିଛି । ସମାଧାନ ପାଇଁ ପ୍ରଶାସନିକ ସ୍ତରରେ ଏକ କିମିଟି ହୋଇଛି । ଝାଡ଼ଖଣ୍ଡ ସହିତ ମଧ୍ୟ ଓଡ଼ିଶାର କିଛି ଜିଲ୍ଲାର ବିବାଦ ରହିଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ