ଭୁବନେଶ୍ୱର, ପରୀକୁ ନ୍ୟାୟ ଦାବିରେ ଡିସେମ୍ବର ୧୫ ରୁ ୨୦ ତାରିଖ ଯାଏ ରାଜ୍ୟର ୧୪୭ ନିର୍ବାଚନମଣ୍ଡଳୀରେ ପଦଯାତ୍ରା କରିବ ବିଜେପି । ୨୧ରେ ଭୁବନେଶ୍ୱରରୁ ପରୀର ଗାଁ ଯଦୁପୁର ଯାଏ ବିଜେପି ଏକ ବିଶାଳ ପଦଯାତ୍ରା କରିବ ବୋଲି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଅନ୍ୟପଟେ ବିଜେପିର ଏହି ପଦଯାତ୍ରା ନିଷ୍ପତ୍ତିକୁ କଂଗ୍ରେସ୍ ସ୍ୱାଗତ କରିଛି । କଂଗ୍ରେସ୍ ମଧ୍ୟ ପରୀକୁ ନ୍ୟାୟ ଦେବା ପାଇଁ ଆନ୍ଦୋଳନ ଜୋର୍ଦାର୍ କରିବ । ଖୁବ୍ଶୀଘ୍ର ଦଳ ରାଜରାସ୍ତାକୁ ଓହ୍ଲାଇବ ବୋଲି କହିଛନ୍ତି କଂଗ୍ରେସ୍ ନେତା ପ୍ରଦୀପ ମାଝୀ
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ