ପୁରୀ, ପିପିଲି ବ୍ଲକ ସମ୍ମୁଖରେ ବିଜେପିର ଆନ୍ଦୋଳନ । ପୁରୀ ଜିଲ୍ଲା ବିଜେପି ସଭାପତି ଆଶ୍ରିତ ପଟ୍ଟନାୟକଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ କରାଯାଇଛି । ଏହି ଆନ୍ଦୋଳନରେ କ୍ଷତିଗ୍ରସ୍ତ ଫନି ହିତାଧିକାରୀଙ୍କୁ ତୁରନ୍ତ ସହାୟତା ସେମାନଙ୍କର ଅଚଳ ବ୍ୟାଙ୍କ ଆକାଉଣ୍ଟକୁ ସଚଳ କରିବା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବିଜୁ ପକା ଘର ନାମରେ ହଡପରୁ ନିବୃତ୍ତ ରହିବା ଓ ଅଚଳ ସାତସଙ୍ଖ ଶୀତଳ ଭଣ୍ଡାରରେ ହୋଇଥିବା ବ୍ୟାପକ ଦୁର୍ନୀତିର ତଦନ୍ତ ସହ ଉକ୍ତ ଶୀତଳ ଭଣ୍ଡାରକୁ ଖୁବଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବଜେପି ପକ୍ଷରୁ ଦାବି କରାଯାଇଛି । ଏହି କାର୍ଯ୍ୟକ୍ରମରେ ପୁରୀ ଜିଲ୍ଲା ବିଜେପି ଉପସଭାପତି ଜନ୍ମେଜୟ ଜେନା, ଜିଲା କୃଷକ ମୋର୍ଚ୍ଚା ସଭାପତି ଅଜୟ ପ୍ରଧାନ, ପିପିଲି ଏନଏସିର ପୂର୍ବତନ ପୌର ଉପାଧ୍ୟକ୍ଷ ସୁକାନ୍ତ ଭଟ, ମଣ୍ଡଳ ସଭାପତି ପର୍ଶୁରାମ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି