ବରଗଡ଼, ବରଗଡ଼ ଜିଲା ବିଜେପୁର-ବରଗଡ଼ ରାସ୍ତାର ସର୍ଣ୍ଣାପାଲି ବ୍ରିଜ୍ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଜେପୁରରୁ ବରଗଡ଼ ବ୍ଲକ ଅନ୍ତର୍ଗତ ରୁହୁଣିଆଁକୁ ଫେରୁଥିବା ଏକ ବରଯାତ୍ରୀ ଗାଡ଼ି(ଅଟୋ) ସର୍ଣ୍ଣାପାଲି ପୋଲ ତଳକୁ ଖସି ପଡିବାରୁ ୨ ବରଯାତ୍ରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକମାନେ ହେଲେ, ରୁହୁଣିଆଁ ଗ୍ରାମର ଯଦୁମଣି ମିରିଗ ଓ ଘନଶ୍ୟାମ ମେହେର। ସେହିପରି ଦୁର୍ଘଟଣାଗ୍ରସ୍ତ ଅଟୋରେ ବସିଥିବା ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ଭୀମସାର, ବୁର୍ଲା ଡାକ୍ତରଖାନାକୁ ପଠାଯାଇଥିବା ସୂଚନା ମିଳିଛି।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍