ରାଇରଙ୍ଗପୁର, ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ହାତୀବାରି ନିକଟରେ ଓଲଟିଲା ବସ । ବସଟି ରାଇରଙ୍ଗ ପୁରରୁ ବାରିପଦା ଯାଉଥିଲା । ବସଟି ଭାରସାମ୍ୟ ହରାଇ ଓଲଟି ପଡିଥିବା ସୂଚନା । ବସରେ ରହିଥିଲେ ୪୦ରୁ ଉର୍ଦ୍ଧ୍ୱ ଯାତ୍ରୀ । ବସ ଓଲଟିବା ଯୋଗୁଁ ୪୦ ଆହତ ଏବଂ ୩ ଗୁରୁତର ହୋଇଛନ୍ତି ଏବଂ ସମସ୍ତଙ୍କୁ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଅଗ୍ନିଶମ ବାହିନୀ ଏବଂ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ କରାଯାଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ