କଳାହାଣ୍ଡି, କଳାହାଣ୍ଡିବାସୀଙ୍କୁ ୨୦୮୫କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲା ଗସ୍ତ କରି ସେଠାରେ ୨୦୬ଟି ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି । ୧୦୬୪ କୋଟି ଟଙ୍କା ୫୪ଟି ପ୍ରକଳ୍ପର ଲୋକାର୍ପଣ କରିବା ସହ ୧୦୨୦ କୋଟି ଟଙ୍କାର ୫୨ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି । ଉପର ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପର ଲୋକର୍ପଣ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ