ପରୀ ହତ୍ୟା ମାମଲାର SIT ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ନୟାଗଡ ଜିଲ୍ଲାର ‘ପରୀ’ ମୃତ୍ୟୁ ମାମଲାର ଏସଆଇଟି ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟମନ୍ତ୍ରୀ ଆଜି ବିଧାନସଭାରେ ଘୋଷଣା କରିଛନ୍ତି । ଏହା ସହ ବିରୋଧୀ ସଦସ୍ୟଙ୍କୁ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ଅନ୍ୟପଟେ ଗୃହରେ ହଟ୍ଟଗୋଳ ଜାରି ରହିଥିଲା । ଫଳରେ ଦିନ ୩ଟା ଯାଏଁ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

Leave A Reply

Your email address will not be published.