ଭୁବନେଶ୍ୱର, ନୂଆ ବର୍ଷରେ ନୂଆ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ ସେବାର ଭିସି ଜରିଆରେ ଶୁଭାରମ୍ଭ କରିଛନ୍ତି । ରାଜ୍ୟର ୨୭ ଜିଲ୍ଲାକୁ ନୂଆ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି । ବାଲେଶ୍ୱର ଜିଲ୍ଲାକୁ ସର୍ବାଧିକ ୧୧ଟି ଆମ୍ବୁଲାନ୍ସ ଯୋଗାଇଦିଆଯିବ । ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠି ବ୍ୟୟରେ ଏହି ଆମ୍ବୁଲାନ୍ସ ବ୍ୟବସ୍ଥା ହୋଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ