କଳାହାଣ୍ଡି, ଜାନୁଆରି ୧୪ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିବେ । କଳାହାଣ୍ଡିର ବିକାଶଧାରାକୁ ତ୍ବରାନ୍ବିତ କରିବା ପାଇଁ ମକରସଂକ୍ରାନ୍ତି ଅବସରରେ କଳାହାଣ୍ଡି ଗସ୍ତ କରିବେ ନବୀନ । କଳାହାଣ୍ଡି ଜିଲ୍ଲାର ବିଭିନ୍ନ ବିକାଶମୂଳକ କାର୍ୟ୍ୟର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ ଯୋଗେ ଜଣାଇନ୍ତି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ