ଭୁବନେଶ୍ୱର, ଅତିରିକ୍ତ ପିସିସିଏଫ୍ ଅଭୟ କାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କ ସମ୍ପତ୍ତି ନେଇ ଖୋଲତାଡ ଜାରି ରଖିଛି ଏସଆଇଟି । ଏହି ମାମଲାରେ ଆଜି ଅଭୟ କାନ୍ତଙ୍କ ଡ୍ରାଇଭରଙ୍କୁ ଭିଜିଲାନ୍ସ ଜେରା କରିଛି । ପୂର୍ବରୁ ରେଡ ବେଳେ ଡ୍ରାଇଭରଙ୍କ ଘରୁ ୨୦ ଲକ୍ଷ ଟଙ୍କା ଜବତ ହୋଇଥିଲା । ଡ୍ରାଇଭର କୁମାରାତକୁ ପଚରାଉଚରା କରିବ ଏସଆଇଟି । ଏହି ମାମଲାରେ ପ୍ରାୟ ୫ଟି ବ୍ୟାଙ୍କ କର୍ମଚାରୀଙ୍କୁ ସମନ କରାଯାଇଥିଲା ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ