ବରଗଡ଼: ଆସନ୍ତା ୬ରୁ ଖୋଲିବ ବରଗଡ଼ ଜିଲ୍ଲା ପାଇକମାଳର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର । ପ୍ରଥମ ୭ ଦିନ କେବଳ ବରଗଡ଼ ଜିଲ୍ଲାର ଲୋକଙ୍କୁ ଦର୍ଶନ ପାଇଁ ଅନୁମତି ଦିଆଯାଇଛି ।ଏନେଇ ବରଗଡ଼ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି | ପ୍ରଥମ ୭ଦିନ ପରେ କୋଭିଡ୍ ନେଗେଟିଭ ରିପୋର୍ଟ ଦେଖାଇ ଦର୍ଶନ କରିପାରିବେ ଅନ୍ୟ ଜିଲ୍ଲାର ଭକ୍ତ କିନ୍ତୁ ଅନ୍ୟ ରାଜ୍ୟର ଭକ୍ତ ଓ ପର୍ଯ୍ୟଟକଙ୍କୁ ନୃସିଂହନାଥ ମନ୍ଦିର ଯିବାକୁ ବାରଣ କରାଯାଇଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ