କଟକ- ଦୁର୍ଘଟଣାରେ ଆହତ ହେଉଥିବା ଲୋକମାନଙ୍କୁ ପ୍ରାଥମିକ ଚିକିତ୍ସା ପ୍ରଦାନ କରାଯିବା ପାଇଁ କଟକ ସହରର ସମସ୍ତ ଟ୍ରାଫିକ ପୋଷ୍ଟରେ ରହିବ ଫାଷ୍ଟ ଏଡ ବକ୍ସ । ଶିଖରପୁର ଠାରେ ଟ୍ରାଫିକ ଡିସିପି ସୌମ୍ୟା ମିଶ୍ର ଏହାର ଉଦଘାଟନ କରିଛନ୍ତି । ଆହତ ହୋଇଥିବା ବ୍ୟକ୍ତିଙ୍କୁ ପ୍ରାଥମିକ ସେବା ଯୋଗାଇଦେବା ପାଇଁ ଏକ ନୂତନ ପ୍ରୟାସ ଆରମ୍ଭ କରାଯାଇଛି । ଯଦି ରାସ୍ତାରେ ଦୁର୍ଘଟଣା ଘଟୁଛି ତେବେ ଡାକ୍ତରଖାନାକୁ ନେବା ପୂର୍ବରୁ ଫାଷ୍ଟ ଏଡ ବକ୍ସ ଜରିଆରେ ପ୍ରାଥମିକ ଚିକିତ୍ସା ପ୍ରଦାନ କରାଯିବ । ବିଶ୍ୱାସ କରାଯାଉଛି ଯେ, ଏହା ଦ୍ୱାରା ଆକ୍ସିଡେଣ୍ଟରେ ମୃତ୍ୟୁବରଣ କରୁଥିବା ଲୋକଙ୍କ ସଂଖ୍ୟା କମିିବ
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା