ଭୁବନେଶ୍ବର, ଆଜି ୩ ଦିନିଆ ରିମାଣ୍ଡ ଅବଧି ସରିବା ପରେ ପାଠକ ବାପ-ପୁଅଙ୍କୁ ଭୁବନେଶ୍ବର କୋର୍ଟରେ ହାଜର କରାଯାଇଥିଲା । କୋର୍ଟରେ ହାଜର ହେବାପରେ ଏବେ ଦୁହିଁଙ୍କୁ ଜେଲ ପଠାଯାଇଛି। ଜେଲ ଯିବା ପୂର୍ବରୁ ଆଇଏଫଏସ ଅଧିକାରୀ ଅଭୟକାନ୍ତ ପାଠକ କହିଛନ୍ତି ଯେ, ଆମ ବିରୋଧରେ ଷଡ଼ଯନ୍ତ୍ର କରାଯାଇଛି। ମୋ ପୁଅ ଏବେ ବି ଟାଟାରେ ଚାକିରି କରୁଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ