ଭୁବନେଶ୍ୱର(୨.୨.୨୩) : ଆସନ୍ତା ୨୧ରୁ ବିଧାନସଭା ବଜେଟ ଅଧିବେଶନ । ଫେବ୍ରୁଆରୀ ୨୪ରେ ବଜେଟ ଉପସ୍ଥାପିତ ହେବ । ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏପ୍ରିଲ ୬ ପର୍ଯ୍ୟନ୍ତ ବଜେଟ ଅଧିବେଶନ ଚାଲିବ । ୨ଟି ପର୍ଯ୍ୟାୟରେ ଏହି ବଜେଟ ଅଧିବେଶନ ଚାଲିବ । ଫେବ୍ରୁଆରୀ ୨୧ରୁ ମାର୍ଚ୍ଚ ୨ ଯାଏଁ ପ୍ରଥମ ପର୍ୟ୍ୟାୟ ଅଧିବେଶନ ଚାଲିବ । ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ଯାଏଁ ଦ୍ୱିତୀୟ ପର୍ୟ୍ୟାୟ ବଜେଟ ଅଧିବେଶନ ଚାଲିବ ।
ରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭକ୍ୟାମେରା ଲେନସରେ କଏଦ ହେଲା ବାଘ