ଭୁବନେଶ୍ବର, ଭୁବନେଶ୍ବର ସହିଦନଗରରୁ ସତସଙ୍ଗ ବିହାର ମଧ୍ୟରେ ହେବ ଫୁଟ୍ ଓଭରବ୍ରିଜ୍ । ପଦଯାତ୍ରୀଙ୍କ ଯାତାୟତରେ ସୁବିଧା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି । ୧.୨୫ କୋଟି ଟଙ୍କା ବ୍ୟୟ ଏବଂ ୧୩୦୦ ମିଟର ଲମ୍ବର ହେବ ଫୁଟ ଓଭରବ୍ରିଜ୍ । ଏଥିପାଇଁ ଭୁବନେଶ୍ବର ସ୍ଥିତ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ NHAI ପକ୍ଷରୁ ଚିଠି କରାଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍