ଭୁବନେଶ୍ୱର, ନୟାଗଡ ପରୀ ହତ୍ୟା ପ୍ରସଙ୍ଗକୁ ନେଇ ବିଧାନସଭାରେ ହୋହାଲ୍ଲା ଦେଖା ଦେଇଛି । ଗୃହରେ ବିଜେପି ଓ କଂଗ୍ରେସ ସଦସ୍ୟମାନେ ସ୍ୱର ଉଠାଇଛନ୍ତି । ଏହା ସହ କୃଷି ମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟ କରିଛନ୍ତି । ବ୍ୟାନର ଧରି ବାଚସ୍ପତିଙ୍କ ପୋଡିଅମ ନିକଟରେ ପ୍ରତିବାଦ କରିଥିଲେ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟ । ଏନେଇ ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି