You are currently viewing ଆସନ୍ତାକାଲି ଯାଏଁ ଗୃହ ମୁଲତବୀ

ଆସନ୍ତାକାଲି ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର, ‘ପରୀ’ ମାମଲାକୁ ନେଇ ବିଧାନସଭାରେ ହୋ ହାଲ୍ଲା । ପରୀ ମାମଲାରେ ମନ୍ତ୍ରୀଙ୍କ ବହିଷ୍କାର ଓ ସିବିଆଇ ତଦନ୍ତ ଦାବିରେ ନାରାବାଜି କରିଛନ୍ତି ବିଜେପି ସଦସ୍ୟ । ତେଣୁ ଆସନ୍ତାକାଲି ଯାଏଁ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ଅନ୍ୟମାନଙ୍କୁ ଜଣାନ୍ତୁ।