ଭୁବନେଶ୍ୱର, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ବିୟୋଗରେ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ଓ ଅନ୍ୟ ଦଳର ନେତା । ଏନେଇ ଗୃହରେ ୨ ମିନିଟ୍ ନିରବ ପ୍ରାର୍ଥନା ହୋଇଛି । ନିରବ ପ୍ରାର୍ଥନା ପରେ ଗୃହ ଅପରାହ୍ନ ୩ ଯାଏଁ ମୁଲତବୀ ହୋଇଛି । ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପଜାଣନ୍ତୁ ବିଲେଇ ଘରେ ମରିବା ଶୁଭ ନା ଅଶୁଭ