ବାରିପଦା, ଆଜିଠୁ ଭକ୍ତମାନଙ୍କ ପାଇଁ ଖୋଲିଲା ବାରିପଦାର ଜଗନ୍ନାଥ ମନ୍ଦିର । ଯାହା ଓଡ଼ିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର ନାମରେ ପରିଚିତ । କେବଳ ଏହି ମନ୍ଦିର ନୁହେଁ ବାରିପଦାରେ ଥିବା ସମସ୍ତ ମନ୍ଦିର ଆଜି ସାଧାରଣ ଭକ୍ତଙ୍କ ନିମନ୍ତେ ଖୋଲାଯାଇଛି । କରୋନା କଟକଣା ନିୟମକୁ ମାନି ଶ୍ରଦ୍ଧାଳୁ ମନ୍ଦିର ଭିତରକୁ ପ୍ରବେଶ କରୁଛନ୍ତି । ମନ୍ଦିର ପ୍ରଶାସନ ତରଫରୁ କରୋନା ଗାଇଡ଼ଲାଇନକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ